Browsing Tag

Aska Science College

ଆସିକା ବିିଜ୍ଞାନ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

ଆସିକା,୨୦/୧ (ଶୁଣାକଥା) ମନୋଜ କୁମାର ନାୟକ : ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ଆତ୍ମ ସୁରକ୍ଷା ତାଲିମ ଶିବିର କାର୍ଯ୍ୟକ୍ରମ ଉଦଯାପିତ ହୋଇଛି । ଓଡିଶା ସରକାରଙ୍କ ନାରୀ ସଶକ୍ତିକରଣ ଲକ୍ଷ୍ୟରେ ସପ୍ତାହ ବ୍ୟାପୀ ଏହି ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ନୂଆ ଓ ଯୁବ ଓଡିଶା , ନବୀନ ଓଡିଶା କାର୍ଯ୍ୟକ୍ରମ

ଆସିକା,୧୪/୧୨ (ଶୁଣାକଥା) ମନୋଜ କୁମାର ନାୟକ : ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ନୂଆ ଓ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ଜୀବାନନ୍ଦ ତ୍ରିପାଠୀଙ୍କ ପୈାରହିତ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଛି ।

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ବିଶ୍ୱ ଏଡସ ସଚେତନତା ଶିବିର

ଆସିକା,୧/୧୨ (ଶୁଣାକଥା) ମନୋଜ କୁମାର ନାୟକ : ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ବିଶ୍ୱ ଏଡସ୍ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ଜିବାନନ୍ଦ ତ୍ରିପାଠୀଙ୍କ ପୈାରହିତ୍ୟରେ ଅନୁଷ୍ଟିତ ହୋଇଥିଲା । ମହାବିଦ୍ୟାଳୟ ଯୁବ

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ୫୫ ତମ କ୍ରୀଡା ଉତ୍ସବ ଉଦଯାପିତ

ଆସିକା,୨୫/୧୧ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ୫୫ ତମ କ୍ରୀଡା ଉତ୍ସବ ଉଦଯାପିତ ହୋଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ଜୀବାନନ୍ଦ ତ୍ରିପାଠୀଙ୍କ ତତ୍ୱାବାଧାନରେ ଦୁଇ ଦିନ ଧରି କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ

ଆସିକା ବିିଜ୍ଞାନ ମହାବିଦ୍ୟାଳୟରେ ୫୫ ତମ କ୍ରୀଡା ପ୍ରତିଯୋଗିତା ଶୁଭାରମ୍ଭ

ଆସିକା,୨୪/୧୧ (ଶୁଣାକଥା) ମନୋଜ କୁମାର ନାୟକ : ଓଡିଶା ସରକାରଙ୍କ ନୂତନ ଓଡିଶା, ନବୀନ ଓଡିଶା ଯୋଜନାରେ ଉଚ୍ଚ ଶିକ୍ଷା ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଧେଶକ୍ରମେ ଚଳିତ ବର୍ଷ ନିଆର ଢଙ୍ଗରେ କ୍ରିଡା ପ୍ରତିଯୋଗିତା ଆରମ୍ଭ ହୋଇଛି । ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଡଃ.ଜୀବାନନ୍ଦ

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ

ଆସିକା,୧୭/୧୧ (ଶୁଣାକଥା ) ମନୋଜ କୁମାର ନାୟକ : ଓଡିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ଏବଂ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଯୁବ ତଥା କ୍ରୀଡା ମନ୍ତ୍ରାଳୟ ସହଭାଗିତାରେ କ୍ରୀଡା, କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରା ପ୍ରଭୃତିକୁ ଉଜ୍ଜୀବିତ କରିବା ସହ ଯୁବକ, ଯୁବତୀ ମାନଙ୍କ ମଧ୍ୟରେ

ରସାୟନିକ ଓ ଭୈାତିକ ବିଜ୍ଞାନ ବିଭାଗୀୟ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ଭର୍ଦ୍ଧନା

ଆସିକା,୧୪/୧୦(ଶୁଣାକଥା) ମନୋଜ କୁମାର ନାୟକ : ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ରସାୟନିକ ଓ ଭୈାତିକ ବିଜ୍ଞାନ ବିଭାଗୀୟ ପକ୍ଷରୁ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ଭର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ୬୯ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

ଆସିକା,୫/୧୦ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ୬୯ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ଜୀବାନନ୍ଦ ତ୍ରିପାଠୀଙ୍କ ପୈାରହିତ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦକ୍ଷିଣ ଘୁମୁସର ବନଖଣ୍ଡ ବିଭାଗ

ଗୁରୁ ଦିବସରେ ଏସ.ଏସ.ବି ଅଧ୍ୟାପକଙ୍କ କଳାବ୍ୟାଜ ପରିଧାନ

ଆସିକା,୫/୯ (ମନୋଜ କୁମାର ନାୟକ) - ଓଡିଶା ରାଜ୍ୟ ଚୟନ ବୋର୍ଡ ଅଧ୍ୟାପକ ସଂଘ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲ୍ଲାରେ ୨୭ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର କାର୍ଯ୍ୟରତ ୨୫୩ ଜଣ ଅଧ୍ୟାପକ ପବିତ୍ର ଗୁରୁ ଦିବସରେ କଳା ବ୍ୟାଜ ପରିଧାନ କରିଛନ୍ତି । ଆଜି ଆସିକା ବିଜ୍ଞାନ

ଆସିକାରେ ଫାଇଲେରିଆ ନିରାକରଣ ଅଭିଯାନ

ଆସିକା,୧୨/୮(ମନୋଜ କୁମାର ନାୟକ) - ଗଞ୍ଜାମ ଜିଲ୍ଲା ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ଫାଇଲେରିଆ ନିରାକରଣ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ଜୀବାନନ୍ଦ ତ୍ରିପାଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀଙ୍କ ନିକଟରେ ସଚେତନତା