Browsing Tag

Devbhumi high school

ଦେବଭୂମି ଗ୍ରାମପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀୟ ବନ ମହୋତ୍ସବ ଉଦଯାପିତ

ଆସିକା,୮/୭ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗୋଷ୍ଠି ଶିକ୍ଷା ଅଧିନ ଦେବଭୂମି ଗ୍ରାମପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆଜି ଆନ୍ତର୍ଜାତୀୟ ବନ ମହୋତ୍ସବ ଉଦଯାପିତ ହୋଇଛି । ଏହି କାର୍ଯ୍ୟକ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଶୈଳବାଳା ସେଠୀ ଓ ବିଦ୍ୟାଳୟ