Browsing Tag

disable student news

ଆସିକାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ନିମନ୍ତେ ସହାୟକ ଉପକରଣ ଚିହ୍ନଟ ଶିବିର

ଆସିକା,୧୩/୭ ( ମନୋଜ କୁମାର ନାୟକ ) - ସମଗ୍ର ଶିକ୍ଷା ଗଞ୍ଜାମ ଆନୁକୂଲ୍ୟରେ ଆଜି ଆସିକା ବ୍ଲକ କାଳଷଣ୍ଡପୁର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ନିମନ୍ତେ ସହାୟକ ଉପକରଣ ଚିହ୍ନଟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ଧରାକୋଟ