Browsing Tag

distribution tri – cycle and wheel chair

ଧରାକୋଟ ବ୍ଲକରେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ବିଭିନ୍ନ ଉପକରଣ ବଣ୍ଟନ

ଆସିକା,୮/୮ (ମନୋଜ କୁମାର ନାୟକ ) – ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ପରିସରରେ ଆଜି ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ବିଭିନ୍ନ ଉପକରଣ ବଟଂନ କରାଯାଇଛି । ଧରାକୋଟ ବ୍ଲକ ପ୍ରଶାସନ ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଧରାକୋଟ ବ୍ଲକ ଅଧ୍ୟକ୍ଷା ସୁଲକ୍ଷଣା ଗିତାଞ୍ଜଳୀ