Browsing Tag

Foreste Ranger

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ୬୯ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

ଆସିକା,୫/୧୦ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ୬୯ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ଜୀବାନନ୍ଦ ତ୍ରିପାଠୀଙ୍କ ପୈାରହିତ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦକ୍ଷିଣ ଘୁମୁସର ବନଖଣ୍ଡ ବିଭାଗ