Browsing Tag

jagadalpur high school

ଜଗଦଳପୁର ଉଚ୍ଚ ବିଦ୍ୟାଳୟ ୧୯୭୪ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ ଉତ୍ସବ

ଆସିକା,୪/୨ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗୁଣ୍ଠପଡା ପଞ୍ଚାୟତ ଜଗଦଳପୁର ଉଚ୍ଚ ବିଦ୍ୟାଳୟରେ ଆଜି ୧୯୭୪ ମସିହା ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି ଉତ୍ସବ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନାରାୟଣ ମହାପାତ୍ରଙ୍କ ପୈାରହିତ୍ୟରେ

ଜଗଦଳପୁର ହାଇସ୍କୁଲ ଠାରେ ପୁରସ୍କାର ବିତରଣ ଉତ୍ସବ

ଆସିକା,୧୯/୧ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗୁଣ୍ଠପଡା ଜଗଦଳପୁର ହାଇସ୍କୁଲ ଠାରେ ପୁରସ୍କାର ବିତରଣ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନାରାୟଣ ମହାପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ହୋଇଥିଲା ।