Browsing Tag

mock drill

ଗୁଣ୍ଠପଡା ଜଗଦଳପୁର ହାଇସ୍କୁଲ ଠାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ମକଡ୍ରିଲ କାର୍ଯ୍ୟକ୍ରମ

ଆସିକା,୨୩/୬ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ଗୋଷ୍ଠୀ ଶିକ୍ଷା ଅଧିନ ଗୁଣ୍ଠପଡା ସ୍ଥିତ ଜଗଦଳପୁର ହାଇସ୍କୁଲ ଠାରେ ଆଜି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଛି । ଏହି କାର୍ଯ୍ୟକ୍ରମ ବିଦ୍ୟାଳୟ ସୁରକ୍ଷା ସପ୍ତାହ ଅବସରରେ