Browsing Tag

NSS

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ୫୫ତମ ଜାତୀୟ ସେବା ଯୋଜନା ପ୍ରତିଷ୍ଠା ଦିବସ ପାଳନ

ଆସିକା,୨୫/୯ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ୫୫ ତମ ଜାତୀୟ ସେବା ଯୋଜନା ପ୍ରତିଷ୍ଠା ଦିବସ ପାଳିତ । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ତଥା ପ୍ରାକ୍ତନ ଯୋଜନା ଅଧିକାରୀ ଡଃ.ଜୀବାନନ୍ଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ହୋଇଥିଲା ।