Browsing Tag

nua odisha

କୋଇଡା ଡିଗ୍ରୀ ମହାବିଦ୍ୟାଳୟରେ ନୂଆ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ

କୋଇଡା,୨୨/୧୧ (ଶୁଣାକଥା) ମନୋଜ କୁମାର ନାୟକ : ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ କୋଇଡା ଡିଗ୍ରୀ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ ଯୋଜନାରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜରିଆରେ କ୍ରିଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ଏହି ପ୍ରତିଯୋଗିତା ତିନି ଦିନ ଧରି ଅନୁଷ୍ଟିତ