ରସାୟନିକ ଓ ଭୈାତିକ ବିଜ୍ଞାନ ବିଭାଗୀୟ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ଭର୍ଦ୍ଧନା
ଆସିକା,୧୪/୧୦(ଶୁଣାକଥା) ମନୋଜ କୁମାର ନାୟକ : ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ରସାୟନିକ ଓ ଭୈାତିକ ବିଜ୍ଞାନ ବିଭାଗୀୟ ପକ୍ଷରୁ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ଭର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର!-->…