Browsing Tag

saraswati sisu vidyamandira

ଆସିକାରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଆସିକା,୨୮/୨ (ଶୁଣାକଥା) ମନୋଜ କୁମାର ନାୟକ : ଗଞ୍ଜାମ ଜିଲ୍ଲା ଆସିକା ସହର କଳିଙ୍ଗରୋଡ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଆଜି ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଛି । ଏହି ଉତ୍ସବ ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ମୁନୀଙ୍କ ପୈାରହିତ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ