ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ନୂଆ ଓ ଯୁବ ଓଡିଶା , ନବୀନ ଓଡିଶା କାର୍ଯ୍ୟକ୍ରମ
ଆସିକା,୧୪/୧୨ (ଶୁଣାକଥା) ମନୋଜ କୁମାର ନାୟକ : ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ନୂଆ ଓ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ.ଜୀବାନନ୍ଦ ତ୍ରିପାଠୀଙ୍କ ପୈାରହିତ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଛି ।!-->…