Browsing Tag

suravi – 2023

ଆସିକାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ, ସୁରଭି ଓ ଓଡିଶା ମିଲେଟସ୍‌- ୨୦୨୩

ଆସିକା,୧୮/୧୦(ଶୁଣାକଥା) ମନୋଜ କୁମାର ନାୟକ : ଆସିକା ସହର ଉପକଣ୍ଠ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଓଡିଶା ମିଲେଟସ- ୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଛି । ଏହି କାର୍ଯ୍ୟକ୍ରମ ଆସିକା ଗୋଷ୍ଠି ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ