Browsing Tag

Taluk Legal cell Committee

ଆସିକା ତାଲୁକ ଲିଗାଲ ସର୍ଭିସ କମିଟି ପକ୍ଷରୁ ଆଇନ ସଚେତନତା ଶିବିର

ଆସିକା,୯/୧୧ (ଶୁଣାକଥା) ମନୋଜ କୁମାର ନାୟକ : ଆସିକା ତାଲୁକା ଲିଗାଲ ସର୍ଭିସ କମିଟି ପକ୍ଷରୁ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଛି । ଏହି କାର୍ଯ୍ୟକ୍ରମ ଆସିକା ଓକିଲ ସଂଘ କାର୍ଯ୍ୟାଳୟ ଠାରେ ଆୟୋଜିତ ହୋଇଥିବା ବେଳେ ଆସିକା ତାଲୁକା ଲିଗାଲ ସର୍ଭିସ କମିଟି ଅଧ୍ୟକ୍ଷ